Deuteronomy 32:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ଉକ୍ରୋଶ ପକ୍ଷୀପରି। ଉକ୍ରୋଶପକ୍ଷୀ ତା'ର ଛକ୍ସ୍ଟଆମାନଙ୍କୁ ବସ୍ତାରକ୍ସ୍ଟ ପଲେି ଦିଏ ସମାନଙ୍କେୁ ଉଡି ଶିଖିବା ପାଇଁ, ସମାନେେ ଯେତବେେଳେ ପଡିୟାନ୍ତି ସେ ତା'ର ଡଣୋ ମଲୋକରି ଉଡିୟାଏ ତାକକ୍ସ୍ଟ ଧରିବା ପାଇଁ। ଏବଂ ତା'ର ନିରାପତ୍ତା ପାଇଁ ସେ ତା'ର ଡଣୋ ମଧ୍ଯକକ୍ସ୍ଟ ଟାଣିନିଏ। ସଦାପ୍ରଭୁ ହେଉଛନ୍ତି ସହେିପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ଉତ୍କ୍ରୋଶପକ୍ଷୀ ପରି। ଉତ୍କ୍ରୋଶପକ୍ଷୀ ତା’ର ଛୁଆମାନଙ୍କୁ ବସାରୁ ପେଲି ଦିଏ ସେମାନଙ୍କୁ ଉଡ଼ି ଶିଖିବା ପାଇଁ, ସେମାନେ ଯେତେବେଳେ ପଡ଼ିଯା’ନ୍ତି ସେ ତା’ର ଡେଣା ମେଲାକରି ଉଡ଼ିଯାଏ ତାକୁ ଧରିବା ପାଇଁ। ଏବଂ ତା’ର ନିରାପତ୍ତା ପାଇଁ ସେ ତା’ର ଡେଣା ମଧ୍ୟକୁ ଟାଣିନିଏ। ସଦାପ୍ରଭୁ ହେଉଛନ୍ତି ସେହିପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;
Odia IRV 2017 (ଓଡିଆ ବାଇବେଲ)
ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;