Deuteronomy 32:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏକାକୀ ୟାକୁବକୁ ଗମନ କରାଇଲେ। ତାଙ୍କ ସହିତ କୌଣସି ବିଦେଶୀ ଦବଗେଣ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏକାକୀ ଯାକୁବକୁ ଗମନ କରାଇଲେ। ତାଙ୍କ ସହିତ କୌଣସି ବିଦେଶୀ ଦେବଗଣ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।