Deuteronomy 32:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୃଥିବୀର ଉଚ୍ଚସ୍ଥଳୀ ଉପରେ ୟାକକ୍ସ୍ଟବଙ୍କକ୍ସ୍ଟ ବାହନ ଆହାରଣେ କରାଇଲେ। ୟାକକ୍ସ୍ଟବ କ୍ଷେତ୍ରରକ୍ସ୍ଟ ଫସଲ ଖାଇଗଲେ। ସଦାପ୍ରଭୁ ପାଷାଣରକ୍ସ୍ଟ ମଧକ୍ସ୍ଟ ଝରାଇ ଦେଲେ ଏବଂ କଠିନ ଶୀଳାରକ୍ସ୍ଟ ୟାକକ୍ସ୍ଟବ୍ଙ୍କକ୍ସ୍ଟ ତୈଳ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୃଥିବୀର ଉଚ୍ଚସ୍ଥଳୀ ଉପରେ ଯାକୁବଙ୍କୁ ବାହନ ଆହୋରଣ କରାଇଲେ। ଯାକୁବ କ୍ଷେତ୍ରରୁ ଫସଲ ଖାଇଗଲେ। ସଦାପ୍ରଭୁ ପାଷାଣରୁ ମଧୁ ଝରାଇ ଦେଲେ ଏବଂ କଠିନ ଶୀଳାରୁ ଯାକୁବଙ୍କୁ ତୈଳ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;