Deuteronomy 32:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲ ଗୋଦଧି ଓ ଛାଗଦୁଗ୍ଧ ଦବୋ ସହିତ ମଷେ ମଦେ, ବାଶନଦେଶୀଯ ମଷେ ଓ ଛାଗର ମାଂସ ସହିତ ଉତ୍ତମ ଗହମର ଅଟା ଓ ଦ୍ରାକ୍ଷାର ରକ୍ତବର୍ଣ ରସ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଗୋଦଧି ଓ ଛାଗଦୁଗ୍ଧ ସହିତ ମେଷମେଦ ଓ ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ଗୋଦଧି ଓ ଛାଗଦୁଗ୍ଧ ଦେବା ସହିତ ମେଷ ମେଦ, ବାଶନଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ଅଟା ଓ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।