Deuteronomy 32:15 — Compare Translations
5 translations compared side by side
Odia - 1840
"କିନ୍ତୁ ୟିଶକ୍ସ୍ଟରକ୍ସ୍ଟଣ ହୃଷ୍ଟପକ୍ସ୍ଟଷ୍ଟ ହେଲା ଓ ପଦାଘାତ କଲ। ତୁମ୍ଭକୁ ଭଲ ଭାବରେ ଖକ୍ସ୍ଟଆଇଲେ ଏବଂ ତୁମ୍ଭେ ମାଟୋ ହାଇେଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ଯାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ୟିଏ କି ତାଙ୍କୁ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟ ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ । ତହୁଁ ସେ ଆପଣା ସୃଷ୍ଟିକର୍ତ୍ତାପରମେଶ୍ଵରଙ୍କୁ ତ୍ୟାଗ କଲାପ, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯିଶୁରୁଣ ହୃଷ୍ଟପୁଷ୍ଟ ହେଲା ଓ ପଦାଘାତ କଲା। ତୁମ୍ଭକୁ ଭଲ ଭାବରେ ଖୁଆଇଲେ ଏବଂ ତୁମ୍ଭେ ମୋଟା ହୋଇଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ୟାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ଯିଏ କି ତାଙ୍କୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।