Deuteronomy 32:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଲୋକମାନେ ତାଙ୍କୁ ଇର୍ଷା କଲେ। ସମାନେେ ଅନ୍ୟ ଦବଗେଣଙ୍କର ପୂଜା କଲେ। ସମାନେେ ପ୍ରତିମା ପୂଜା କଲେ। ଏବଂ ପରମେଶ୍ବର ସମାନଙ୍କେ ଉପରେ କୋରଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅନ୍ୟ ଦେବତାମାନଙ୍କ ଦ୍ଵାରା ତାହାଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ଵାରା ସେମାନେ ତାହାଙ୍କୁ ବିରକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଲୋକମାନେ ତାଙ୍କୁ ଈର୍ଷା କଲେ। ସେମାନେ ଅନ୍ୟ ଦେବଗଣଙ୍କର ପୂଜା କଲେ। ସେମାନେ ପ୍ରତିମା ପୂଜା କଲେ। ଏବଂ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।