Deuteronomy 32:17 — Compare Translations

5 translations compared side by side

Odia - 1840
"ସମାନେେ ବଳିଦାନ କଲେ ସହେିମାନଙ୍କ ଉଦ୍ଦେଶ୍ଯ ରେ ଯେଉଁମାନେ ବାସ୍ତବ ରେ ଦବେତା ନକ୍ସ୍ଟହଁନ୍ତି। ଯେଉଁମାନେ ନୂତନ ଦବଗେଣ ଥିଲେ, ସମାନେେ ତାଙ୍କୁ ଜାଣି ନ ଥିଲେ। ସହେି ନୂତନ ଦବଗେଣମାନଙ୍କୁ ତାଙ୍କର ପୂର୍ବପୁରୁଷମାନେ ମଧ୍ଯ ଜାଣି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଭୂତ, ପରମେଶ୍ଵର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବଳିଦାନ କଲେ ସେହିମାନଙ୍କ ଉଦ୍ଦେଶ୍ୟରେ ଯେଉଁମାନେ ବାସ୍ତବରେ ଦେବତା ନୁହନ୍ତି। ଯେଉଁମାନେ ନୂତନ ଦେବଗଣ ଥିଲେ, ସେମାନେ ତାଙ୍କୁ ଜାଣି ନ ଥିଲେ। ସେହି ନୂତନ ଦେବଗଣମାନଙ୍କୁ ତାଙ୍କର ପୂର୍ବପୁରୁଷମାନେ ମଧ୍ୟ ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।