Deuteronomy 32:18 — Compare Translations

5 translations compared side by side

Odia - 1840
"ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତୁମ୍ଭେ ସମାନଙ୍କେୁ ତ୍ଯାଗ କଲ। ଯେଉଁ ପରମେଶ୍ବର ତୁମ୍ଭକୁ ଜନ୍ମ ଦେଲେ ତୁମ୍ଭେ ତାହାଙ୍କକ୍ସ୍ଟ ପାସୋରି ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ଅଟ ଓ ଯେଉଁ ପରମେଶ୍ଵର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ପାସୋରି ଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତୁମ୍ଭେ ସେମାନଙ୍କୁ ତ୍ୟାଗ କଲ। ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ ତୁମ୍ଭେ ତାହାଙ୍କୁ ପାସୋରି ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।