Deuteronomy 32:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାହା ଦେଖିଲେ, ଏବଂ ସେ ସମାନଙ୍କେୁ ପ୍ରତ୍ଯାଖାନ କଲେ, କାରଣ ତା'ର ପକ୍ସ୍ଟତ୍ର କନ୍ଯାଗଣ ତାଙ୍କୁ ବିରକ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତାହା ଦେଖିଲେ, ଏବଂ ସେ ସେମାନଙ୍କୁ ପ୍ରତ୍ୟାଖାନ କଲେ, କାରଣ ତା’ର ପୁତ୍ରକନ୍ୟାଗଣ ତାଙ୍କୁ ବିରକ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।