Deuteronomy 32:2 — Compare Translations
5 translations compared side by side
Odia - 1840
"ମାରେ ଉପଦେଶ ବର୍ଷାପରି ବର୍ଷିବ। ମାରେ ବାଣୀ ଶିଶିରପରି କ୍ଷରିବ। ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତକ୍ସ୍ଟଲ୍ଯ ଓ ଶାକ ଉପରେ ଅସରା ବୃଷ୍ଟି ତକ୍ସ୍ଟଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ମନ୍ଦ ମନ୍ଦ ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଉପଦେଶ ବର୍ଷା ପରି ବର୍ଷିବ। ମୋର ବାଣୀ ଶିଶିର ପରି କ୍ଷରିବ। ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।