Deuteronomy 32:21 — Compare Translations

5 translations compared side by side

Odia - 1840
"ଯେଉଁମାନେ ଦବେତା ନକ୍ସ୍ଟହଁନ୍ତି ସମାନଙ୍କେ ସହିତ ମାେତେ ଇର୍ଷା ପରାଯଣ କଲେ। ସମାନେେ ସମାନଙ୍କେର ଅସାରତା ଦ୍ବାରା ମାେତେ ବିରକ୍ତ କଲେ। ସେଥିପାଇଁ ମୁ ଇଶ୍ରାୟେଲକକ୍ସ୍ଟ ଇର୍ଷାନିତ୍ବ କରାଇବି ସହେିମାନଙ୍କ ମାଧ୍ଯମ ରେ ଯେଉଁମାନେ ପ୍ରକୃତି ଜାତି ନକ୍ସ୍ଟହଁନ୍ତି। ମୁ ସମାନଙ୍କେୁ ମୂର୍ଖ ଗୋଷ୍ଠୀ ଦ୍ବାରା ବିରକ୍ତ କରାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପରମେଶ୍ଵର ନୁହନ୍ତି, ତାହା ଦ୍ଵାରା ସେମାନେ ଆମ୍ଭର ଅନ୍ତର୍ଜ୍ଵାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ଵାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ଵାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ଵାରା ସେମାନଙ୍କୁ ବିରକ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଦେବତା ନୁହନ୍ତି ସେମାନଙ୍କ ସହିତ ମୋତେ ଈର୍ଷା ପରାୟଣ କଲେ। ସେମାନେ ସେମାନଙ୍କର ଅସାରତା ଦ୍ୱାରା ମୋତେ ବିରକ୍ତ କଲେ। ସେଥିପାଇଁ ମୁଁ ଇସ୍ରାଏଲକୁ ଈର୍ଷାନ୍ୱିତ କରାଇବି ସେହିମାନଙ୍କ ମାଧ୍ୟମରେ ଯେଉଁମାନେ ପ୍ରକୃତ ଜାତି ନୁହନ୍ତି। ମୁଁ ସେମାନଙ୍କୁ ମୂର୍ଖ ଗୋଷ୍ଠୀ ଦ୍ୱାରା ବିରକ୍ତ କରାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)