Deuteronomy 32:22 — Compare Translations
5 translations compared side by side
Odia - 1840
"ମାେ କୋର୍ଧ ରେ ଅଗ୍ନି ପ୍ରଜ୍ବଳିତ ହବେ, ଯାହା ପାତାଳ ପର୍ୟ୍ଯନ୍ତ ଜଳକ୍ସ୍ଟଛି। ପୃଥିବୀର ଏହା ସମସ୍ତ ଦେଶକକ୍ସ୍ଟ ଓ ସମସ୍ତ ଉତ୍ପନ ବସ୍ତକ୍ସ୍ଟକକ୍ସ୍ଟ ଗ୍ରାସ କରିବ। ଏହା ପର୍ବତର ମୂଳଦକ୍ସ୍ଟଆକକ୍ସ୍ଟ ମଧ୍ଯ ପୋଡି଼ ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ଵଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ଵଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ଵଳାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେବ, ଯାହା ପାତାଳ ପର୍ଯ୍ୟନ୍ତ ଜଳୁଛି। ଏହା ପୃଥିବୀର ସମସ୍ତ ଦେଶକୁ ଓ ସମସ୍ତ ଉତ୍ପନ୍ନ ବସ୍ତୁକୁ ଗ୍ରାସ କରିବ। ଏହା ପର୍ବତର ମୂଳଦୁଆକୁ ମଧ୍ୟ ପୋଡ଼ି ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।