Deuteronomy 32:23 — Compare Translations

5 translations compared side by side

Odia - 1840
"'ଆମ୍ଭେ ଇଶ୍ରାୟେଲୀୟମାନଙ୍କ ଉପରେ ଅମଙ୍ଗଳ ଦବୋ। ଆମ୍ଭେ ଆପଣା ବାଣସବୁ ସମାନଙ୍କେ ଉପରେ ବ୍ଯଯ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅମଙ୍ଗଳ ଦେବା। ଆମ୍ଭେ ଆପଣା ବାଣସବୁ ସେମାନଙ୍କ ଉପରେ ବ୍ୟୟ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।