Deuteronomy 32:24 — Compare Translations
5 translations compared side by side
Odia - 1840
"ସମାନେେ ଭୋକ ଯୋଗୁ କ୍ଷୀଣ ହବେେ। ସମାନେେ ବ୍ଯାଧିର ଜ୍ବଳା ରେ ଓ ବିଷାକ୍ତ ମହାମାରୀ ରେ ଗ୍ରାସୀତ ହବେେ। ମୁ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସମାନଙ୍କେୁ ଦଂଶନ କରିବା ପାଇଁ ବନ୍ଯଜନ୍ତକ୍ସ୍ଟମାନଙ୍କୁ, ଏବଂ ଧୂଳି ରେ ଗକ୍ସ୍ଟରକ୍ସ୍ଟଣ୍ତୁଥିବା ବିଷାକ୍ତ ପୋକଜୋକ ପଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ଵାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଭୋକ ଯୋଗୁଁ କ୍ଷୀଣ ହେବେ। ସେମାନେ ବ୍ୟାଧିର ଜ୍ୱଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ। ମୁଁ ସେମାନଙ୍କ ବିରୁଦ୍ଧରେ ସେମାନଙ୍କୁ ଦଂଶନ କରିବା ପାଇଁ ବନ୍ୟଜନ୍ତୁମାନଙ୍କୁ, ଏବଂ ଧୂଳିରେ ଗୁରୁଣ୍ଡୁଥିବା ବିଷାକ୍ତ ପୋକଜୋକ ପଠାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।
Odia IRV 2017 (ଓଡିଆ ବାଇବେଲ)
ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।