Deuteronomy 32:25 — Compare Translations
5 translations compared side by side
Odia - 1840
"ରାସ୍ତା ରେ ସୈନ୍ଯମାନେ ସମାନଙ୍କେୁ ହତ୍ଯା କରିବେ। ସମାନଙ୍କେ ଗୃହ ରେ ଭୟଙ୍କର କାର୍ୟ୍ଯମାନ ହବେ। ସୈନ୍ଯମାନେ ୟକ୍ସ୍ଟବକ ଓ ୟକ୍ସ୍ଟବତୀମାନଙ୍କୁ ହତ୍ଯା କରିବେ। ସମାନେେ ବକ୍ସ୍ଟଢା ଓ ପିଲାମାନଙ୍କୁ ହତ୍ଯା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାହାରେ ଖଡ଼୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ତ୍ରାସ; ତାହା ଯୁବା ଓ ଯୁବତୀ ଦୁହିଙ୍କି, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ଵକେଶ ବୃଦ୍ଧକୁ (ବିନାଶ କରିବ) ।
Odia Bible ERV 2004 (ପବିତ୍ର ବାଇବଲ)
ରାସ୍ତାରେ ସୈନ୍ୟମାନେ ସେମାନଙ୍କୁ ହତ୍ୟା କରିବେ। ସେମାନଙ୍କ ଗୃହରେ ଭୟଙ୍କର କାର୍ଯ୍ୟମାନ ହେବ। ସୈନ୍ୟମାନେ ଯୁବକ ଓ ଯୁବତୀମାନଙ୍କୁ ହତ୍ୟା କରିବେ। ସେମାନେ ବୁଢ଼ା ଓ ପିଲାମାନଙ୍କୁ ହତ୍ୟା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
Odia IRV 2017 (ଓଡିଆ ବାଇବେଲ)
ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।