Deuteronomy 32:26 — Compare Translations

5 translations compared side by side

Odia - 1840
"ଆମ୍ଭେ ଚିନ୍ତା କଲକ୍ସ୍ଟ ଇଶ୍ରାୟେଲୀୟମାନଙ୍କୁ ଧ୍ବଂସ କରିବା ପାଇଁ। ତେଣୁ ଲୋକମାନେ ସମାନଙ୍କେୁ ସଐୂର୍ଣ ଭାବେ ଭକ୍ସ୍ଟଲିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
“‘ଆମ୍ଭେ ଚିନ୍ତା କଲୁ ଇସ୍ରାଏଲୀୟମାନଙ୍କୁ ଧ୍ୱଂସ କରିବା ପାଇଁ। ତେଣୁ ଲୋକମାନେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଭୁଲିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;