Deuteronomy 32:27 — Compare Translations
5 translations compared side by side
Odia - 1840
"କିନ୍ତୁ ଆମ୍ଭେ ଜାଣକ୍ସ୍ଟ ତାଙ୍କର ଶତୃମାନେ କ'ଣ କହିବେ। ଶତୃମାନେ ବକ୍ସ୍ଟଝି ପାରକ୍ସ୍ଟ ନଥିବେ। ସମାନେେ ଏପରି କହି ପାରନ୍ତି, ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ଧ୍ବଂସ କରି ନାହାଁନ୍ତି। ଆମ୍ଭେ ଆପଣା ଶକ୍ତି ବଳ ରେ ସମାନଙ୍କେୁ ଜିତିଛକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ଜାଣୁ ତାଙ୍କର ଶତ୍ରୁମାନେ କ’ଣ କହିବେ। ଶତ୍ରୁମାନେ ବୁଝି ପାରୁ ନ ଥିବେ। ସେମାନେ ଏପରି କହି ପାରନ୍ତି, “ସଦାପ୍ରଭୁ ଇସ୍ରାଏଲକୁ ଧ୍ୱଂସ କରି ନାହାନ୍ତି। ଆମ୍ଭେ ଆପଣା ଶକ୍ତି ବଳରେ ସେମାନଙ୍କୁ ଜିତିଛୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।