Deuteronomy 32:28 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ୟକ୍ସ୍ଟକ୍ତିହୀନ। ସମାନେେ ବକ୍ସ୍ଟଝିପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଲୋକମାନେ ଯୁକ୍ତିହୀନ। ସେମାନେ ବୁଝିପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।