Deuteronomy 32:29 — Compare Translations

5 translations compared side by side

Odia - 1840
"ଯଦି ସମାନେେ ବକ୍ସ୍ଟଦ୍ଧିଆ ହୁଅନ୍ତେ ସମାନେେ ବକ୍ସ୍ଟଝିପାରନ୍ତେ, ସମାନେେ ଜାଣିପାରନ୍ତେ କ'ଣ ଘଟିବାକକ୍ସ୍ଟ ଯାଉଛି ସମାନଙ୍କେ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ବୁଦ୍ଧିଆ ହୁଅନ୍ତେ, ସେମାନେ ବୁଝିପାରନ୍ତେ, ସେମାନେ ଜାଣିପାରନ୍ତେ କ’ଣ ଘଟିବାକୁ ଯାଉଛି ସେମାନଙ୍କ ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
Odia IRV 2017 (ଓଡିଆ ବାଇବେଲ)
ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।