Deuteronomy 32:3 — Compare Translations

5 translations compared side by side

Odia - 1840
"ମୁ ସଦାପ୍ରଭୁ ନାମ ପ୍ରଗ୍ଭର କରିବି, ତୁମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରତି ମହିମା ଆରୋପ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତି ମହିମା ଆରୋପ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କ ନାମ ପ୍ରଗ୍ଭର କରିବି, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।