Deuteronomy 32:30 — Compare Translations
5 translations compared side by side
Odia - 1840
"ଜଣେ ଲୋକ କ'ଣ ହଜାରେ ଲୋକଙ୍କକ୍ସ୍ଟ ଗୋଡ଼ାଇ ପାରିବ? ଦକ୍ସ୍ଟଇଜଣ ଲୋକ କ'ଣ ଦଶହଜାର ଲୋକଙ୍କକ୍ସ୍ଟ ଘଉଡାଇ ଦଇପୋରିବେ? ତାହା ଘଟିବ କବଳେ ଯଦି ସଦାପ୍ରଭୁ ସମାନଙ୍କେୁ ତାଙ୍କର ଶତୃମାନଙ୍କ ହସ୍ତ ରେ ସମର୍ପଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ କ’ଣ ହଜାରେ ଲୋକଙ୍କୁ ଗୋଡ଼ାଇ ପାରିବ? ଦୁଇଜଣ ଲୋକ କ’ଣ ଦଶହଜାର ଲୋକଙ୍କୁ ଘଉଡ଼ାଇ ଦେଇ ପାରିବେ? ତାହା ଘଟିବ କେବଳ ଯଦି ସଦାପ୍ରଭୁ ସେମାନଙ୍କୁ ତାଙ୍କର ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?
Odia IRV 2017 (ଓଡିଆ ବାଇବେଲ)
ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?