Deuteronomy 32:31 — Compare Translations

5 translations compared side by side

Odia - 1840
"ସମାନଙ୍କେର 'ଶୈଳ' ଆମ୍ଭମାନଙ୍କର ଦବେତାମାନଙ୍କ ତକ୍ସ୍ଟଲ୍ଯ ନକ୍ସ୍ଟହଁ। ଏବଂ ଆମ୍ଭର ଶତୃମାନେ ଆମ୍ଭର ବିଗ୍ଭରକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେହେଁ (ଜାଣନ୍ତି) ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ‘ଶୈଳ’ ଆମ୍ଭମାନଙ୍କର ଦେବତାମାନଙ୍କ ତୁଲ୍ୟ ନୁହଁ। ଏବଂ ଆମ୍ଭର ଶତ୍ରୁମାନେ ଆମ୍ଭର ବିଗ୍ଭରକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।