Deuteronomy 32:32 — Compare Translations
5 translations compared side by side
Odia - 1840
"ଏପରିକି ଆମ୍ଭର ଶତୃଗଣ ତାହା ଜାଣନ୍ତି। ସମାନଙ୍କେର ଦ୍ରାକ୍ଷାକ୍ଷେତ୍ର ସଦୋମ ଏବଂ ଗ ମାରେର ଦ୍ରାକ୍ଷା ତକ୍ସ୍ଟଲ୍ଯ। ସମାନଙ୍କେର ଦ୍ରାକ୍ଷାଫଳ ବିଷାକ୍ତ। ସମାନଙ୍କେର ଦ୍ରାକ୍ଷାଗୁଚ୍ଛସବୁ ତିକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ; ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ତା ତିକ୍ତ;
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଆମ୍ଭର ଶତ୍ରୁଗଣ ତାହା ଜାଣନ୍ତି। ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର ସଦୋମ ଏବଂ ଗମୋରର ଦ୍ରାକ୍ଷା ତୁଲ୍ୟ। ସେମାନଙ୍କର ଦ୍ରାକ୍ଷାଫଳ ବିଷାକ୍ତ। ସେମାନଙ୍କର ଦ୍ରାକ୍ଷାଗୁଚ୍ଛସବୁ ତିକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;