Deuteronomy 32:33 — Compare Translations
5 translations compared side by side
Odia - 1840
"ସମାନଙ୍କେର ଦ୍ରାକ୍ଷାରସ ସର୍ପ ବିଷ ତକ୍ସ୍ଟଲ୍ଯ ବିଷମଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଦ୍ରାକ୍ଷାରସ ସର୍ପ ବିଷ ତୁଲ୍ୟ ବିଷମୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।