Deuteronomy 32:35 — Compare Translations

5 translations compared side by side

Odia - 1840
"ମୁ ପ୍ରତିଶାଧେ ନବେି। ମୁ ସମାନଙ୍କେର ପ୍ରାପ୍ଯ ଦବେି। ସମାନଙ୍କେର ପାଦ ଖସିୟିବା ପର୍ୟ୍ଯନ୍ତ ଅପେକ୍ଷା କରିବି। ସମାନଙ୍କେର ଅସକ୍ସ୍ଟବିଧାର ସମୟ ନିକଟ ହାଇେ ଆସକ୍ସ୍ଟଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପାଦ ପିଚ୍ଛଳି ପଡ଼ିବା ବେଳେ ସମୁଚିତ ଦଣ୍ତ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରତିଶୋଧ ନେବି। ମୁଁ ସେମାନଙ୍କର ପ୍ରାପ୍ୟ ଦେବି। ସେମାନଙ୍କର ପାଦ ଖସିଯିବା ପର୍ଯ୍ୟନ୍ତ ଅପେକ୍ଷା କରିବି। ସେମାନଙ୍କର ଅସୁବିଧାର ସମୟ ନିକଟ ହୋଇ ଆସୁଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।