Deuteronomy 32:36 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସମାନେେ ତାଙ୍କର ଦାସ। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବା ବିଷଯ ରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିୟାଇଛି ଏବଂ ସମାନେେ କିଛି ନକ୍ସ୍ଟହଁ, କବଳେ ଆତ୍ମରକ୍ଷାହୀନ ଓ ଭୀତସ୍ରତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସେମାନେ ତାଙ୍କର ଦାସ। ସଦାପ୍ରଭୁ ସେମାନଙ୍କୁ ବିନାଶ କରିବା ବିଷୟରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିଯାଇଛି ଏବଂ ସେମାନେ କିଛି ନୁହଁ, କେବଳ ଆତ୍ମରକ୍ଷାହୀନ ଓ ଭୀତସ୍ରତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।