Deuteronomy 32:38 — Compare Translations

5 translations compared side by side

Odia - 1840
"ସମାନଙ୍କେର ଭଣ୍ତ ଦବେତା, ଯେଉଁମାନେ ବଳି ମଦେ ଭୋଜନ କଲେ ପଯେ ଏବଂ ଯେଉଁମାନେ ନବୈେଦ୍ଯର ଦ୍ରାକ୍ଷାରସ ପାନ କଲେ, ସମାନେେ କାହାଁନ୍ତି? ସମାନେେ ଆସି ସମାନଙ୍କେ ସାହାୟ୍ଯ କରନ୍ତକ୍ସ୍ଟ। ସମାନେେ ସମାନଙ୍କେୁ ସକ୍ସ୍ଟରକ୍ଷା ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଭଣ୍ତ ଦେବତା, ଯେଉଁମାନେ ବଳି ମେଦ ଭୋଜନ କଲେ ଏବଂ ଯେଉଁମାନେ ପେୟନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଆସି ସେମାନଙ୍କ ସାହାଯ୍ୟ କରନ୍ତୁ। ସେମାନେ ସେମାନଙ୍କୁ ସୁରକ୍ଷା ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।