Deuteronomy 32:39 — Compare Translations

5 translations compared side by side

Odia - 1840
"'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏବେ ଦେଖ ଆମ୍ଭେ କେବଳ ପରମେଶ୍ୱର ଅଟୁ। ଆଉ କୌଣସି ଅନ୍ୟ ଦେବତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବନ ଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରୁ। କୌଣସି ବ୍ୟକ୍ତି ଆମ୍ଭ ଶକ୍ତିଠାରୁ ରକ୍ଷା କରି ପାରିବ ନାହିଁ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।