Deuteronomy 32:4 — Compare Translations
5 translations compared side by side
Odia - 1840
"ସତେ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ବସ୍ତ ଓ ନ୍ଯାଯବାନ୍ ପରମେଶ୍ବର। ସେ ଉତ୍ତମ ଓ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ଵସ୍ତ ଓ ଅଧର୍ମରହିତ ପରମେଶ୍ଵର; ସେ ଧାର୍ମିକ ଓ ସରଳ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସେତ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ୱସ୍ତ ଓ ନ୍ୟାୟବାନ୍ ପରମେଶ୍ୱର। ସେ ଉତ୍ତମ ଓ ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।