Deuteronomy 32:40 — Compare Translations
5 translations compared side by side
Odia - 1840
"ଆମ୍ଭେ ଆକାଶ ଆଡେ ହାତ ଉଠାଇ କହକ୍ସ୍ଟ, ଏହି ପ୍ରତିଜ୍ଞା କରୁ। ଆମ୍ଭେ ଯେ ଅନନ୍ତ ଜୀବି ଅଟକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆକାଶ ଆଡ଼େ ହାତ ଉଠାଇ କହୁ, ଏହି ପ୍ରତିଜ୍ଞା କରୁ। ଆମ୍ଭେ ଯେ ଅନନ୍ତ ଜୀବି ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ‘ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,