Deuteronomy 32:41 — Compare Translations

5 translations compared side by side

Odia - 1840
"ଆମ୍ଭେ ଆପଣା ବଜ୍ରତକ୍ସ୍ଟଲ୍ଯ ଖଡ୍ଗ ରେ ଶାଣ ଦେଲେ, ବିଗ୍ଭର ସାଧନ କରିବା ପାଇଁ ହସ୍ତକ୍ଷପେ କଲେ, ଆମ୍ଭେ ଆପଣା ବିପକ୍ଷଗଣ ବିରକ୍ସ୍ଟଦ୍ଧ ରେ ପରିଶାଧେ ନବୋ। ଯେଉଁମାନେ ଆମ୍ଭକକ୍ସ୍ଟ ଘୃଣା କରନ୍ତି ସମାନଙ୍କେର ଦୋଷ ଅନକ୍ସ୍ଟୟାଯୀ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍‍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆପଣା ବଜ୍ରତୁଲ୍ୟ ଖ‌ଡ଼୍‌ଗରେ ଶାଣ ଦେଲେ, ବିଗ୍ଭର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣ ବିରୁଦ୍ଧରେ ପରିଶୋଧ ନେବା। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି ସେମାନଙ୍କର ଦୋଷ ଅନୁଯାୟୀ ଦଣ୍ତ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।