Deuteronomy 32:42 — Compare Translations
5 translations compared side by side
Odia - 1840
"ମାରେ ବାଣମାନ ତାଙ୍କ ରକ୍ତ ରେ ମାତାଲ ହବେ ଏବଂ ମାେ ଖଡ୍ଗ ମାରେ ଶତୃମାନଙ୍କର ମାଂସକକ୍ସ୍ଟ ଗ୍ରାସ କରିବ, ସମାନଙ୍କେର ରକ୍ତ ରଂଜିତ ଶରୀରରକ୍ସ୍ଟ କେଶପୂର୍ଣ ମକ୍ସ୍ଟଣ୍ତ ପର୍ୟ୍ଯନ୍ତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ଼୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବାଣମାନ ତାଙ୍କ ରକ୍ତରେ ମାତାଲ ହେବ ଏବଂ ମୋ’ ଖଡ଼୍ଗ ମୋର ଶତ୍ରୁମାନଙ୍କର ମାଂସକୁ ଗ୍ରାସ କରିବ, ସେମାନଙ୍କର ରକ୍ତ ରଂଜିତ ଶରୀରରୁ କେଶପୂର୍ଣ୍ଣ ମୁଣ୍ଡ ପର୍ଯ୍ୟନ୍ତ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।