Deuteronomy 32:43 — Compare Translations
5 translations compared side by side
Odia - 1840
" ହେ ଜାତିଗଣ ତାଙ୍କର ଲୋକମାନଙ୍କ ପାଇଁ ଗାନ କର। କାରଣ ସେ ଆପଣା ଦାସମାନଙ୍କର ରକ୍ତପାତର ପ୍ରତିଶୋଧ ନବେେ। ସେ ଆପଣା ବିପକ୍ଷଗଣଙ୍କ ବିରକ୍ସ୍ଟଦ୍ଧ ରେ ପ୍ରତି ଶାଧେ ନବେେ। ପକ୍ସ୍ଟଣି ସେ ଆପଣା ଦେଶ ଓ ଆପଣା ଲୋକମାନଙ୍କ ନିମନ୍ତେ ପ୍ରତିଶୋଧ ନବେେ ଏବଂ ତାଙ୍କର ଦେଶ ନିମନ୍ତେ ସେ ପ୍ରାଯଶ୍ଚିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଜାତିଗଣ, ତାଙ୍କର ଲୋକମାନଙ୍କ ପାଇଁ ଗାନ କର। କାରଣ ସେ ଆପଣା ଦାସମାନଙ୍କର ରକ୍ତପାତର ପ୍ରତିଶୋଧ ନେବେ। ସେ ଆପଣା ବିପକ୍ଷଗଣଙ୍କ ବିରୁଦ୍ଧରେ ପ୍ରତିଶୋଧ ନେବେ। ପୁଣି ସେ ଆପଣା ଦେଶ ଓ ଆପଣା ଲୋକମାନଙ୍କ ନିମନ୍ତେ ପ୍ରତିଶୋଧ ନେବେ ଏବଂ ତାଙ୍କର ଦେଶ ନିମନ୍ତେ ସେ ପ୍ରାୟଶ୍ଚିତ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)