Deuteronomy 32:44 — Compare Translations
5 translations compared side by side
Odia - 1840
"ମାଶାେ ଏବଂ ନୂନର ପକ୍ସ୍ଟତ୍ର ଯିହାଶୂେୟ ଇଶ୍ରାୟେଲ ଲୋକମାନଙ୍କ ଉଦ୍ଦେଶ୍ଯ ରେ ଏହି ଗୀତ ଗାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ତାଙ୍କର ସଂଗୀତଗୁଡ଼ିକ ଲୋକମାନଙ୍କୁ ଶିକ୍ଷା ଦେଲେ ମୋଶା ଏବଂ ନୂନର ପୁତ୍ର ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।