Deuteronomy 32:46 — Compare Translations
5 translations compared side by side
Odia - 1840
"ସେ ସମାନଙ୍କେୁ କହିଲେ, ମୁ ଆଜି ତୁମ୍ଭମାନଙ୍କୁ ଯେଉଁସବୁ କଥା କହିଲି, ତୁମ୍ଭମାନେେ ସେଥିପ୍ରତି ଧ୍ଯାନ ଦିଅ। ଏବଂ ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଏହା ଶିକ୍ଷା ଦଇେ ସହେି ବିଧି ଅନକ୍ସ୍ଟସା ରେ ଚଳିବାକକ୍ସ୍ଟ ନିର୍ଦ୍ଦେଶ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କୁ କହିଲେ, “ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁସବୁ କଥା କହିଲି, ତୁମ୍ଭେମାନେ ସେଥିପ୍ରତି ଧ୍ୟାନ ଦିଅ। ଏବଂ ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଏହା ଶିକ୍ଷା ଦେଇ ସେହି ବିଧି ଅନୁସାରେ ଚଳିବାକୁ ନିର୍ଦ୍ଦେଶ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
Odia IRV 2017 (ଓଡିଆ ବାଇବେଲ)
“ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁ ସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”