Deuteronomy 32:47 — Compare Translations

5 translations compared side by side

Odia - 1840
"କବେବେି ଏପରି ଭାବ ନାହିଁ ଯେ, ଏହିସବୁ କଥା ମୂଲ୍ଯହୀନ ବୋଲି। ସେଥି ରେ ତୁମ୍ଭର ଜୀବନ ନିହିତ ଅଛି। ଏହି ଶିକ୍ଷା ଅନକ୍ସ୍ଟସରଣ କରି ତୁମ୍ଭମାନେେ ୟର୍ଦ୍ଦନ ସପୋରିସ୍ଥ ଯେଉଁ ଦେଶକକ୍ସ୍ଟ ଅଧିକାର କରିବାକୁ ଯାଉଅଛ, ସଠାେରେ ଦୀର୍ଘ୍ଯ ଜୀବନ ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ଵାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କେବେବି ଏପରି ଭାବ ନାହିଁ ଯେ, ଏହିସବୁ କଥା ମୂଲ୍ୟହୀନ ବୋଲି। ସେଥିରେ ତୁମ୍ଭର ଜୀବନ ନିହିତ ଅଛି। ଏହି ଶିକ୍ଷା ଅନୁସରଣ କରି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥ ଯେଉଁ ଦେଶକୁ ଅଧିକାର କରିବାକୁ ଯାଉଅଛ, ସେଠାରେ ଦୀର୍ଘ ଜୀବନ ଲାଭ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।