Deuteronomy 32:49 — Compare Translations
5 translations compared side by side
Odia - 1840
"ତୁମ୍ଭେ ଅବାରୀମ ପର୍ବତ ଉପରକକ୍ସ୍ଟ ୟାଅ। ଯିରୀହାେ ସମ୍ମକ୍ସ୍ଟଖସ୍ଥ ମାଯାେବ ଦେଶସ୍ଥ ନବୋ ପର୍ବତ ଉପରକକ୍ସ୍ଟ ୟାଅ। ଏହାପରେ ଆମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କକ୍ସ୍ଟ ଦବୋକକ୍ସ୍ଟ ଥିବା ଦେଶ ତୁମ୍ଭେ ଦେଖି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଅବାରୀମ ପର୍ବତ ଉପରକୁ ଯାଅ। ଯିରୀହୋ ସମ୍ମୁଖସ୍ଥ ମୋୟାବ ଦେଶସ୍ଥ ନବୋ ପର୍ବତ ଉପରକୁ ଯାଅ। ଏହା ପରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଦେବାକୁ ଥିବା ଦେଶ ତୁମ୍ଭେ ଦେଖି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।”