Deuteronomy 32:5 — Compare Translations
5 translations compared side by side
Odia - 1840
"ସମାନେେ ତାଙ୍କ ଉଦ୍ଦେଶ୍ଯ ରେ ଭ୍ରଷ୍ଟାଚରଣ କରିଅଛନ୍ତି। ସମାନେେ ତାଙ୍କର ସନ୍ତାନ ନକ୍ସ୍ଟହଁନ୍ତି। ମାତ୍ର ସନ୍ତାନମାନଙ୍କର କଳଙ୍କ, ସମାନେେ ବିପଥଗାମୀ ଓ କକ୍ସ୍ଟଟିଳ ବଂଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି। ସେମାନେ ତାଙ୍କର ସନ୍ତାନ ନୁହନ୍ତି। ମାତ୍ର ସନ୍ତାନମାନଙ୍କର କଳଙ୍କ, ସେମାନେ ବିପଥଗାମୀ ଓ କୁଟିଳ ବଂଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।