Deuteronomy 32:50 — Compare Translations

5 translations compared side by side

Odia - 1840
"ତୁମ୍ଭର ଭାଇ ହାରୋଣ ଯେପରି ହାରେ ପର୍ବତ ଉପରେ ମରି ଆପଣା ଲୋକମାନଙ୍କ ନିକଟକକ୍ସ୍ଟ ଗଲା, ଠିକ୍ ସହେିପରି ତୁମ୍ଭେ ସଠାେରେ ପର୍ବତର ଶିର୍ଷ ଦେଶ ରେ ମୃତକ୍ସ୍ଟ୍ଯ ବରଣ କରିବ ଓ ତୁମ୍ଭେ ତୁମ୍ଭର ସ୍ବର୍ଗସ୍ଥ ଲୋକମାନଙ୍କ ନିକଟକକ୍ସ୍ଟ ଗ୍ଭଲିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଭାଇ ହାରୋଣ ଯେପରି ହୋର ପର୍ବତ ଉପରେ ମରି ଆପଣା ଲୋକମାନଙ୍କ ନିକଟକୁ ଗଲା, ଠିକ୍ ସେହିପରି ତୁମ୍ଭେ ସେଠାରେ ପର୍ବତର ଶିର୍ଷ ଦେଶରେ ମୃତ୍ୟୁବରଣ କରିବ ଓ ତୁମ୍ଭେ ତୁମ୍ଭର ସ୍ୱର୍ଗସ୍ଥ ଲୋକମାନଙ୍କ ନିକଟକୁ ଗ୍ଭଲିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।