Deuteronomy 32:51 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭମାନେେ ଉଭୟେ ସଠାେରେ ମାେ ବିରକ୍ସ୍ଟଦ୍ଧ ରେ ପାପକରି ଥିଲ। ସିନ୍ ପ୍ରାନ୍ତର ରେ କାଦେଶସ୍ଥ ମରିବା ଜଳ ନିକଟରେ ଥିଲ। ସଠାେରେ ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କ ସମ୍ମକ୍ସ୍ଟଖ ରେ ମାେ ବିରକ୍ସ୍ଟଦ୍ଧ ରେ ପାପ କରିଥିଲ। ମୁ ପବିତ୍ର ବୋଲି ତୁମ୍ଭେ ମାେତେ ସମ୍ମାନ କରି ନ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେମାନେ ଉଭୟେ ସେଠାରେ ମୋ’ ବିରୁଦ୍ଧରେ ପାପ କରି ଥିଲ। ସିନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଜଳ ନିକଟରେ ଥିଲ। ସେଠାରେ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ସମ୍ମୁଖରେ ମୋ’ ବିରୁଦ୍ଧରେ ପାପ କରିଥିଲ। ମୁଁ ପବିତ୍ର ବୋଲି ତୁମ୍ଭେ ମୋତେ ସମ୍ମାନ କରି ନ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ।