Deuteronomy 32:52 — Compare Translations
5 translations compared side by side
Odia - 1840
"ତେଣୁ ବର୍ତ୍ତମାନ ତୁମ୍ଭେ ଦେଖି ପାରିବ ସହେି ଦେଶମାନଙ୍କୁ ଯାହା ଆମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ଦବୋକକ୍ସ୍ଟ ଯାଉଅଛକ୍ସ୍ଟ। କିନ୍ତୁ ତୁମ୍ଭେ ସଠାେକକ୍ସ୍ଟ ୟାଇପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବର୍ତ୍ତମାନ ତୁମ୍ଭେ ଦେଖି ପାରିବ ସେହି ଦେଶ, ଯାହା ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ ଯାଉଅଛୁ। କିନ୍ତୁ ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।
Recommended Reading