Deuteronomy 32:6 — Compare Translations

5 translations compared side by side

Odia - 1840
"ହେ ମୂର୍ଖ ଓ ଅଜ୍ଞାନ ଲୋକେ, ତୁମ୍ଭମାନେେ କି ସଦାପ୍ରଭୁଙ୍କୁ ଏପରି ପରିଶାଧେ କରୁଅଛ? ସେ କି ତୁମ୍ଭର ପିତା ଏବଂ ସୃଷ୍ଟିକର୍ତ୍ତା, ନକ୍ସ୍ଟହିଁନ୍ତି, ସେ କି ତୁମ୍ଭର ସୃଷ୍ଟିକର୍ତ୍ତା, ନକ୍ସ୍ଟହଁନ୍ତି, ୟିଏ ତକ୍ସ୍ଟମ୍ଭଙ୍କକ୍ସ୍ଟ ସ୍ଥାପିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ? ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୂର୍ଖ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ? ସେ କି ତୁମ୍ଭର ପିତା ଏବଂ ସୃଷ୍ଟିକର୍ତ୍ତା ନୁହନ୍ତି, ସେ କି ତୁମ୍ଭର ସୃଷ୍ଟିକର୍ତ୍ତା, ନୁହନ୍ତି, ଯିଏ ତୁମ୍ଭଙ୍କୁ ସ୍ଥାପିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।