Deuteronomy 32:7 — Compare Translations

5 translations compared side by side

Odia - 1840
"ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହକ୍ସ୍ଟ ପୁରୁଷର ବର୍ଷ ବିବଚେନା କର। ତକ୍ସ୍ଟମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ। ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସମାନେେ ତୁମ୍ଭକୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର। ତୁମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ। ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।
Odia IRV 2017 (ଓଡିଆ ବାଇବେଲ)
ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।