Deuteronomy 32:8 — Compare Translations
5 translations compared side by side
Odia - 1840
"ସର୍ବୋପରିସ୍ଥ ପରମେଶ୍ବର ଯେତବେେଳେ ଗୋଷ୍ଠୀଯ ଲୋକମାନଙ୍କୁ ସମାନଙ୍କେ ଅଧିକାର ଦେଲେ, ଯେତବେେଳେ ସେ ମନକ୍ସ୍ଟଷ୍ଯ ସନ୍ତାନମାନଙ୍କୁ ପୃଥକ କଲେ। ସେତବେେଳେ ସେ ଇଶ୍ରାୟେଲର ସଂଖ୍ଯା ଅନକ୍ସ୍ଟସା ରେ ସେ ସୀମା ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବୋପରିସ୍ଥ ପରମେଶ୍ୱର ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ, ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ। ସେତେବେଳେ ସେ ଇସ୍ରାଏଲର ସଂଖ୍ୟା ଅନୁସାରେ ସୀମା ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।