Deuteronomy 32:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ, ୟାକକ୍ସ୍ଟବ ତାଙ୍କର ଅଧିକାରର ବାଣ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ; ଯାକୁବ ତାହାଙ୍କର ଅଧିକାରର ବାଣ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ, ଯାକୁବ ତାଙ୍କର ଅଧିକାରର ବାଣ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।