Deuteronomy 33:1 — Compare Translations

5 translations compared side by side

Odia - 1840
"ମାଶାେ ଏହି ଆଶୀର୍ବାଦମାନ ଦଇେଥିଲେ, ଯେ କି ପରମେଶ୍ବରଙ୍କର ଲୋକ ଇଶ୍ରାୟେଲକକ୍ସ୍ଟ ମଲା ପୂର୍ବରକ୍ସ୍ଟ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଲୋକ ମୋଶା ଆପଣା ମୃତ୍ୟୁ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଲୋକମାନଙ୍କୁ ଆଶୀର୍ବାଦ କଲେ ମୋଶା ଏହି ଆଶୀର୍ବାଦମାନ ଦେଇଥିଲେ, ଯେ କି ପରମେଶ୍ୱରଙ୍କର ଲୋକ ଇସ୍ରାଏଲକୁ ମଲା ପୂର୍ବରୁ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।