Deuteronomy 33:10 — Compare Translations
5 translations compared side by side
Odia - 1840
"ସମାନେେ ୟାକକ୍ସ୍ଟବଙ୍କକ୍ସ୍ଟ ତୁମ୍ଭର ଶିକ୍ଷା ଓ ଇଶ୍ରାୟେଲ ରେ ତୁମ୍ଭର ବ୍ଯବସ୍ଥା ଶିଖାଇବେ। ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଧୂପକାଠି ଓ ତକ୍ସ୍ଟମ୍ଭ ୟଜ୍ଞବଦେୀ ଉପରେ ହାମବେଳି ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ । ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯାକୁବଙ୍କୁ ତୁମ୍ଭର ଶିକ୍ଷା ଓ ଇସ୍ରାଏଲରେ ତୁମ୍ଭର ବ୍ୟବସ୍ଥା ଶିଖାଇବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପକାଠି ଓ ତୁମ୍ଭ ଯଜ୍ଞବେଦି ଉପରେ ହୋମବଳି ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।