Deuteronomy 33:11 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତା'ର ସଐତ୍ତିକକ୍ସ୍ଟ ଆଶୀର୍ବାଦ କର। ତାଙ୍କ ହସ୍ତର କର୍ମମାନ ଗ୍ରହଣ କର। ଯେଉଁମାନେ ତାହା ବିରକ୍ସ୍ଟଦ୍ଧ ରେ ଉଠନ୍ତି, ଯେଉଁମାନେ ତାହାଙ୍କକ୍ସ୍ଟ ଘୃଣା କରନ୍ତି, ସମାନଙ୍କେର ବଳ ଭାଙ୍ଗି ପକାଅ। ଯେପରି ସମାନେେ ଆଉ ପକ୍ସ୍ଟନର୍ବାର ଉଠିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତାହାର ସମ୍ପତ୍ତିକି ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗିପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ତା’ର ସମ୍ପତ୍ତିକୁ ଆଶୀର୍ବାଦ କର। ତାଙ୍କ ହସ୍ତର କର୍ମମାନ ଗ୍ରହଣ କର। ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି, ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କର ବଳ ଭାଙ୍ଗି ପକାଅ। ଯେପରି ସେମାନେ ଆଉ ପୁନର୍ବାର ଉଠିପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।