Deuteronomy 33:16 — Compare Translations
5 translations compared side by side
Odia - 1840
"ପୃଥିବୀ ତା'ର ଉତ୍ତମତା ଯୋଷଫଙ୍କେକ୍ସ୍ଟ ଦେଉ। ୟିଏ ଜଳନ୍ତା ବକ୍ସ୍ଟଦା ରେ ବାସକରନ୍ତି ତାହାଙ୍କକ୍ସ୍ଟ ଆଶୀର୍ବାଦ କରନ୍ତକ୍ସ୍ଟ। ଯୋଷଫଙ୍କେ ମସ୍ତକରେ ଆଶୀର୍ବାଦ ପଡକ୍ସ୍ଟ। ୟିଏ କି ଭାଇମାନଙ୍କ ସବୋ ରେ ନିଜକକ୍ସ୍ଟ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେଉ) । ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ତା’ର ଉତ୍ତମତା ଯୋଷେଫଙ୍କୁ ଦେଉ। ଯିଏ ଜଳନ୍ତା ବୁଦାରେ ବାସ କରନ୍ତି ତାହାଙ୍କୁ ଆଶୀର୍ବାଦ କରନ୍ତୁ। ଯୋଷେଫଙ୍କ ମସ୍ତକରେ ଆଶୀର୍ବାଦ ପଡ଼ୁ। ଯିଏ କି ଭାଇମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ୍ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।