Deuteronomy 33:17 — Compare Translations

5 translations compared side by side

Odia - 1840
"ଯୋଷଫେ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ତାଙ୍କର ଶିଙ୍ଗ ସଦୃଶ। ସମାନେେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶଷେ ସୀମାକକ୍ସ୍ଟ ସମାନଙ୍କେୁ ତଡି ଦବେେ। ସମାନେେ ମନଃଶିର ହଜାର ହଜାର ଲୋକପରି, ଇଫ୍ରଯିମଙ୍କ ଦଶହଜାର ଲୋକଙ୍କ ତକ୍ସ୍ଟଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ଵରୂପ, ପୁଣି ତାହାର ଶୃଙ୍ଗ ଅରଣାର ଶୃଙ୍ଗ ତୁଲ୍ୟ; ତଦ୍ଦ୍ଵାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ । ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦୁଇପୁତ୍ର ତାଙ୍କର ଶିଙ୍ଗ ସଦୃଶ। ସେମାନେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶେଷ ସୀମାକୁ ସେମାନଙ୍କୁ ତଡ଼ି ଦେବେ। ସେମାନେ ମନଃଶିର ହଜାର ହଜାର ଲୋକପରି, ଇଫ୍ରୟିମଙ୍କ ଦଶହଜାର ଲୋକଙ୍କ ତୁଲ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”
Odia IRV 2017 (ଓଡିଆ ବାଇବେଲ)
ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।